23.1 C
Bhubaneswar
Thursday, March 5, 2026
Homeଓଡିଶା୯ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ସମ୍ଭାବନା

୯ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ । ୪ ତାରିଖରେ ପାଗ ଶୁଖିଲା ରହିବ । ୫ରେ ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।

୬ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳରେ ହାଲୁକା ବର୍ଷା ସମ୍ଭାବନା ଅଛି । ୭, ୮ ଓ ୯ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking