ଚାନ୍ଦବାଲି ପ୍ରସଙ୍ଗ: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ
ଭୁବନେଶ୍ୱର: ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ ନୁହେଁ ସମାଜର ବି ଦାୟିତ୍ୱ ଅଛି । ଝିଅମାନଙ୍କ ଉପରକୁ ଆସୁଥିବା ଅତ୍ୟାଚାର ରୋକିବାକୁ ପଡିବ । ଏବେ ସରକାରଙ୍କ ବଡ ଦାୟିତ୍ୱ ହେଉଛି ତ୍ୱରିତ ବେଗରେ ଆକ୍ସନ । ଆଇନ ତା ବାଟରେ … Continue reading ଚାନ୍ଦବାଲି ପ୍ରସଙ୍ଗ: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ
Copy and paste this URL into your WordPress site to embed
Copy and paste this code into your site to embed