ବଦଳିବ ଭିତରକନିକାର ରୂପରେଖ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଏହି ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ବାରୋପ କରୁଥିବାରୁ ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଏଥିପାଇଁ ସରକାର ୨୦୨୧-୨ ଆର୍ଥିକ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି। ଏହି ଅର୍ଥରେ ସୂଚନା କେନ୍ଦ୍ର, ମୁଖ୍ୟ ଫାଟକ, ୱାଚ୍‌ ଟାୱାର୍‌, ଖୋଳା, ଗୁପ୍ତି, ଡାଙ୍ଗମାଳ … Continue reading ବଦଳିବ ଭିତରକନିକାର ରୂପରେଖ