ବଦଳିଲେ ଓସିଏ କୋଚ୍

ଭୁବନେଶ୍ୱର: ପୁଣି ବଦଳିଲେ ଓଡ଼ିଶା ସିନିୟର କ୍ରିକେଟ ଦଳର କୋଚ୍। ମାତ୍ର ଗୋଟିଏ ସିଜିନ ପରେ କୋଚ ପଦବୀ ଛାଡିଲେ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଦିନେଶ ମୋଙ୍ଗିଆ। ମହାରାଷ୍ଟ୍ରର ସୁରେନ୍ଦ୍ର ଭାବେ ହେଲେ ଓଡିଶା କ୍ରିକେଟ ଦଳର ନୂତନ କୋଚ୍। ୨-୨୪-୨୫ ବର୍ଷ ପାଇଁ ବିସିସିଆଇର ଘରୋଇ ସିଜିନରେ ଓଡିଶା ସିନିୟର କ୍ରିକେଟ ଟିମର ମୁଖ୍ୟ ପ୍ରଶିକ୍ଷକ ଭାବରେ ନଜର ଆସିବେ ସୁରେନ୍ଦ୍ର ଭାବେ ।ପୂର୍ବରୁ ହରିୟାଣା, ପଞ୍ଜାବ ଓ ମହାରାଷ୍ଟ୍ର ଭଳି କ୍ରିକେଟ ଆସୋସିଏଶନର ପ୍ରଶିକ୍ଷକ … Continue reading ବଦଳିଲେ ଓସିଏ କୋଚ୍