26.1 C
Bhubaneswar
Friday, April 3, 2026
Homeଦେଶ ବିଦେଶଧରାପଡ଼ିଲା ଚାର୍ଲି କିର୍କଙ୍କ ହତ୍ୟାକାରୀ

ଧରାପଡ଼ିଲା ଚାର୍ଲି କିର୍କଙ୍କ ହତ୍ୟାକାରୀ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ହତ୍ୟା କରିବା ପରେ ହତ୍ୟାକାରୀ ଫେରାର୍ ଥିଲା। ଏବେ କିର୍କଙ୍କ ହତ୍ୟାକାରୀ ଧରାପଡ଼ିଛି। ଏନେଇ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର କହିଛନ୍ତି ଯେ ଚାର୍ଲି କିର୍କଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନିଆଯାଇଛି। ଆକ୍ରମଣକାରୀ ସ୍ୱେଚ୍ଛାକୃତ ଭାବରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ବୁଧବାର ଆମେରିକାର ୟୁଟାର ଏକ କଲେଜରେ ଆୟୋଜିତ ଏକ କାର୍ଯ୍ୟକ୍ରମ ସମୟରେ କିର୍କଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking