35.1 C
Bhubaneswar
Tuesday, April 23, 2024
Homeଓଡିଶାଆଜି ଛତିଶା ନିଯୋଗ ବୈଠକ

ଆଜି ଛତିଶା ନିଯୋଗ ବୈଠକ

ପୁରୀ : ଆସନ୍ତା ୧୫ ତାରିଖରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଓ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ହେବ । ଏନେଇ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ. ବିଶାଲ ସିଂ ଓ ଦେବୋତ୍ତର କମିଶନର ପ୍ରମୁଖ ଯୋଗ ଦେଇଥିଲେ । କୋଭିଡ କଟକଣା ଓ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ବାହାର ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ଅନୁକୂଳ କରାଯିବ । ଆଜି ଛତିଶା ନିଯୋଗ ବୈଠକରେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking