34.1 C
Bhubaneswar
Sunday, June 8, 2025
Homeଓଡିଶାନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ

ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ

ପୁରୀ: ଆଜି ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ବସିବ। ରାଜେନ୍ଦ୍ରଭିଷେକ ଠାରୁ ଆରମ୍ଭ କରି ନୀଳିଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତିର ନୀତି ନିର୍ଘଣ୍ଟ କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନ ହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯିବ । ସଂଧ୍ୟ୍ୟା ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ଛତିଶାନିଯୋଗ ଏହି ବୈଠକ ବସୁଛି। ସ୍ନାନ ପୂର୍ଣ୍ଣିମାରେ ଜଳ ଲାଗି, ହାତୀ ବେଶକୁ କିପରି ଶୃଙ୍ଖଳିତ କରାଯିବ ସେ ନେଇ ନିଆଯିବ ନିଷ୍ପତ୍ତି । ଏହି ବୈଠକରେ ଛତିଶାନିଯୋଗ ମହାନାୟକ, ଜିଲ୍ଲାପାଳ, ଏସପିଙ୍କ ସମେତ ସମସ୍ତ ପ୍ରାଶାସନିକ ଅଧିକାରୀ ଉପସ୍ଥିତ ରହିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking