26.1 C
Bhubaneswar
Thursday, May 22, 2025
Homeଓଡିଶାଆଜି ଗଜ ଉଦ୍ଧାରଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ଗଜ ଉଦ୍ଧାରଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା। ପୁରୀ ଶ୍ରୀମନ୍ଦିରରେ ରତ୍ନସିଂହାସନରେ ଗଜ ଉଦ୍ଧାରଣ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ମଧ୍ୟାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ ହୋଇଥାଏ। ସନ୍ଧ୍ୟାଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣ ମେଲା ଅନୁଷ୍ଠିତ ହୁଏ। ସାହାଣ ମେଲା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜିଉଙ୍କର ଅନ୍ୟାନ୍ୟ ନୀତି କରାଯାଏ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking