26.1 C
Bhubaneswar
Friday, March 20, 2026
Homeଓଡିଶାରତ୍ନସିଂହାସନକୁ ଫେରିଯିବେ ଚତୁର୍ଦ୍ଧାବିଗ୍ରହ

ରତ୍ନସିଂହାସନକୁ ଫେରିଯିବେ ଚତୁର୍ଦ୍ଧାବିଗ୍ରହ

ପୁରୀ : ରତ୍ନସିଂହାସନକୁ ଫେରିଯିବେ ଚତୁର୍ଦ୍ଧାବିଗ୍ରହ। ଏହି ଅବସରରେ ବଡ଼ଓଡିଆ ମଠ ପକ୍ଷରୁ ରତ୍ନସିଂହାସନ ଉପରେ କନକମୁଣ୍ଡି ଚାନ୍ଦୁଆ ବନ୍ଧାଯିବ। ଏଥିସହ ମଠ ମହନ୍ତ ସିଂହାସନ ମାଜଣା କରିବେ। ନୀଳଚକ୍ରରେ ମଠ ପକ୍ଷରୁ ଧ୍ୱଜା ବନ୍ଧାଯିବା ପରେ ରଥାରୁଢ ଠାକୁର ପହଣ୍ଡି ହୋଇ ଶ୍ରୀମନ୍ଦିରକୁ ବିଜେ କରିବା ପରମ୍ପରା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking