ଛତିଶଗଡ: ବିଷ୍ଣୁଦେବ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକରେ ବିଷ୍ଣୁଦେଓ ସାଏଙ୍କ ନାଁରେ ମୋହର । ୮ ଦିନ ପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କଲା ବିଜେପି। କୁଙ୍କୁରୀ ସଂରକ୍ଷିତ ଆସନରୁ ବିଜୟୀ ହୋଇଛନ୍ତି ବିଷ୍ଣୁଦେଓ। ୨୦୨୦ରୁ ୨୦୨୨ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇଥିଲେ।