30.1 C
Bhubaneswar
Thursday, May 9, 2024
Homeଓଡିଶାଉମରକୋଟରେ ପହଁଚିଲେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଉମରକୋଟରେ ପହଁଚିଲେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଉମରକୋଟ: ଓଡ଼ିଶାରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି ସେ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ। ଏକ ଚା’ ଦୋକାନରେ ବସି ବିଜେପି କର୍ମୀଙ୍କ ସହ ଚା’ ପିଇଥିଲେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ଥାନୀୟ ଏକ ହୋଟେଲରେ ପ୍ରାୟ ଗୋଟିଏ ଘଣ୍ଟାର ରହଣୀ ସମୟରେ ବିଜୟ ଶର୍ମା ବିଜେପି କର୍ମୀଙ୍କ ସହ ଆଲୋଚନା କରିବେ। ଏହାପରେ ବ୍ୟବସାୟୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking