27.1 C
Bhubaneswar
Friday, October 18, 2024
Homeଓଡିଶାସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁର ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ,ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା । ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking