30.1 C
Bhubaneswar
Sunday, May 19, 2024
Homeଓଡିଶାବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲକ୍ଷ୍ମୀସାଗରରେ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ଟେବୁଲ ଟେନିସ ଏକାଡେମୀ ଏବଂ ୨୯ତମ ରାଜ୍ୟ ଟେବୁଲ ଟେନିସ ଚମ୍ପିୟାନସିପ-୨୦୨୩ର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମେୟର ସୁଲୋଚନା ଦାସ ଏବଂ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ । କ୍ରୀଡ଼ାକୁ ସର୍ବଦା ଗୁରୁତ୍ୱ ଦେବା ସହ ରାଜ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ । ଯାହାକୁ ସାଧାରଣରେ ସବୁବେଳେ ପ୍ରଂଶସା ମଧ୍ୟ କରାଯାଇଛି ।

ଗୁଲୁଗୁଲା ଖାଉଖାଉ ଚାଲିଗଲା ଯୁବକଙ୍କ ଜୀବନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking