29.1 C
Bhubaneswar
Saturday, May 31, 2025
Homeଓଡିଶାଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଭୟଭୀତ ନହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡିଶା ପ୍ରତି ସେପରି କିଛି ବିପଦ ନଥିବା କହିଲେ ମୁଖ୍ୟମନ୍ତ୍ରୀ । ଓଡିଶାରେ ଥିବା କେନ୍ଦ୍ରୀୟ ସଂସ୍ଥା ଗୁଡିକରେ ସୁରକ୍ଷା ବଢାଯାଇଛି । ଚାନ୍ଦିପୁର, ଶ୍ରୀମନ୍ଦିର ଓ ଚିଲିକା ଆଇଏନଏସରେ ସୁରକ୍ଷା ବଢାଯାଇଛି । ବଙ୍ଗୋପସାଗର ପଟୁ ଆକ୍ରମଣ ଆଶଙ୍କା ରହିଛି, ଆମେ ସଜାଗ ଅଛୁ । ଏଥି ସହିତ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜିଙ୍କ ସହ ବହୁ ଅଧିକାରୀ ଉପସ୍ଥିତ ରହିବେ । ଓଡିଶାର ପ୍ରସ୍ତୁତି ନେଇ ହୋଇପାରେ ବଡ ଆଲେଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking