ଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର: କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ । ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ … Continue reading ଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Copy and paste this URL into your WordPress site to embed
Copy and paste this code into your site to embed