16.1 C
Bhubaneswar
Thursday, February 5, 2026
Homeଓଡିଶାଧର୍ମେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଧର୍ମେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମର୍ମାହତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ଦଶନ୍ଧି ଘରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ୱ ଦର୍ଶକଙ୍କୁ ମୁଗ୍ଧ କରିଥିଲା ।  ଉତ୍ତରାଧିକାରୀ ଆଗାମୀ ପିଢିର କଳାକାର  ଓ  ସିନେପ୍ରେମୀଙ୍କୁ ପ୍ରେରଣା ଯୋଗାଇବ ।  ପରିବାର, ବନ୍ଧୁ  ଓ ଅଂସଖ୍ୟ ଶୁଭେଚ୍ଛୁଙ୍କୁ ମୋର ଆନ୍ତରିକ  ସମବେଦନା ଜଣାଇଛନ୍ତି । ସୂଚନାଥାଉକି, ଆଜି ବରିଷ୍ଠ  ଅଭିନେତାଙ୍କ ଧର୍ମେନ୍ଦ୍ରଙ୍କ ପରଲୋକ ହୋଇଛି ।  ୮୯ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୋମବାର  ଦିନ  ତାଙ୍କୁ ଗୁରୁତର ଅବସ୍ଥାରେ  ଶ୍ୱାସକ୍ରିୟା ସମସ୍ୟା ଯୋଗୁଁ ମୁମ୍ବାଇର ବ୍ରିଚ କ୍ୟାଣ୍ଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking