27.1 C
Bhubaneswar
Wednesday, June 26, 2024
Homeଓଡିଶାରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ିହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking