29.1 C
Bhubaneswar
Monday, February 9, 2026
Homeଓଡିଶାକନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। କନଷ୍ଟେବଳ / ସିପାହୀ ଭାବେ ଏହି ନିଯୁକ୍ତି ଲୋକଙ୍କୁ ଆହୁରି ଉନ୍ନତ ପୁଲିସ ସେବା ପ୍ରଦାନରେ ସହାୟକ ହେବା ସହ ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking