ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଯୋଗ ଦେଇଛନ୍ତି ।










