26.1 C
Bhubaneswar
Wednesday, February 11, 2026
Homeଓଡିଶାମାଲକାନଗିରିରେ ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ମାଲକାନଗିରିରେ ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ମୃତ ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମିଳିବ ସହାୟତା

ଭୁବନେଶ୍ୱର : ଆଜି ମାଲକାନଗିରି ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking