ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଏକ୍ସ ଜରିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ନବାନ ପଟ୍ଟନାୟକଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରିଛନ୍ତି ।