26.3 C
Bhubaneswar
Thursday, April 9, 2026
Homeଓଡିଶାରାଜ୍ୟବାସୀଙ୍କୁ ଦଶହରାର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ଦଶହରାର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦଶହରାର ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।ଜଗଜ୍ଜନନୀ, ଦୁର୍ଗତି ନାଶିନୀ, ମା’ଦୁର୍ଗା ଆପଣଙ୍କୁ ସୁଖ, ସମୃଦ୍ଧି ଓ ଶାନ୍ତି ପ୍ରଦାନ କରିବା ସହ ଜଗତର କଲ୍ୟାଣ କରନ୍ତୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking