21.1 C
Bhubaneswar
Saturday, February 7, 2026
Homeଓଡିଶାନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ଏନେଇ ଏକ ପୋଷ୍ଟରେ ସେ ଲେଖିଛନ୍ତି ଯେ ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡିଶଆର ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା । ଏହି ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା, ନୂଆ ସଙ୍କଳ୍ପ ଓ ନୂଆ ଆତ୍ମବିଶ୍ୱାସ ନେଇ ଆସୁ ।

https://www.youtube.com/watch?v=rvyZr0mHAKI

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking