15.1 C
Bhubaneswar
Saturday, December 13, 2025
Homeଓଡିଶାମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ବିଜେଡି

ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ବିଜେଡି

ଭୁବନେଶ୍ୱର: ସୌମ୍ୟାଶ୍ରୀଙ୍କ  ମୃତ୍ୟୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ କରି  ମୁଖ୍ୟମନ୍ତ୍ରୀ , ଉଚ୍ଚଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି ।  କହିଛନ୍ତି, କିଛି ଚିକିତ୍ସା କରାଗଲାନି , ବଡ ମାଛଙ୍କୁ ଧରାଯାଉ । ବିଚାର ବିଭାଗୀୟ ତଦନ୍ତ ହେଲେ ସତ ସାମ୍ନାକୁ ଆସିବ । ୨୦ ଲକ୍ଷ ନୁହେଁ, ୨ କୋଟି ଟଙ୍କା ସହାୟତା ଦିଆଯାଉ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking