29.1 C
Bhubaneswar
Saturday, July 27, 2024
Homeଓଡିଶାଦିଲ୍ଲୀରେ ମୁଖ୍ୟମନ୍ତ୍ରୀ; ଭଉଣୀ ଗୀତା ମେହେଟ୍ଟାଙ୍କ କଲେ ଶେଷ ଦର୍ଶନ

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ; ଭଉଣୀ ଗୀତା ମେହେଟ୍ଟାଙ୍କ କଲେ ଶେଷ ଦର୍ଶନ

ନୂଆଦିଲ୍ଲୀ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ନବୀନ । ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।

ଗତକାଲି ସେ ଅସୁସ୍ଥ ହୋଇ ପଡ଼ିବା ପରେ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା । ବିଳମ୍ବିତ ରାତିରେ ତାଙ୍କ ମରଶରୀରକୁ ୩-ଅବଦୁଲ କଲାମ ରୋଡ଼ ବାସଭବନରେ ରଖା ଯାଇଛି । ଗୀତା ମେହାଟ୍ଟାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking