ଇନଫୋସିସ୍ ବିପିଏମ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଇନଫୋସିସ୍ ବିପିଏମ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଇନଫୋସିସର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ କମ୍ପାନୀ । ଏହି ଶାଖା କମ୍ପାନୀ ଆରମ୍ଭ କରି କଳା ଭିତ୍ତିଭୂମି ସ୍ଥିତି ସୁଦୃଢ କରିବ ଇନଫୋସିସ । ପ୍ରଥମ ପର୍ଯ୍ୟାୟରେ ୫ଶହ ଜଣଙ୍କୁ ନିଯୁକ୍ତି ଦିଆଯିବ । ପର୍ଯ୍ୟାୟ କ୍ରମେ ଏହା ୨ ହଜାର ନିଯୁକ୍ତି ସୁଯୋଗ ଯାଏ ବିସ୍ତାର ହେବାର ସମ୍ଭାବନା ରହିଛି ।  ଏହି କମ୍ପାନୀ ପୂର୍ବ ଭାରତରେ ଇନଫୋସିସର … Continue reading ଇନଫୋସିସ୍ ବିପିଏମ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ