18.1 C
Bhubaneswar
Sunday, December 21, 2025
Homeଓଡିଶାକନ୍ଧମାଳ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ:  ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତିଲକପଡାରେ କନ୍ଧମାଳରେ ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟନ କଲେ । ୧୦୦ ସିଟ ବିଶିଷ୍ଟ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟରେ ଉଦଘାଟିତ  ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ  ମହାଲିଙ୍ଗ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking