34.1 C
Bhubaneswar
Sunday, February 22, 2026
Homeଓଡିଶାମୁଖ୍ୟମନ୍ତ୍ରୀ ତର୍ଜମା କରୁଛନ୍ତି: ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ତର୍ଜମା କରୁଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ସମ୍ବଲପୁର ମହାନଗର ନିଗମ ନିର୍ୱାଚନ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବିଭାଗ ତର୍ଜମା କରିବ । ସରକାରୀ ବ୍ୟବସ୍ଥା ଯାହା ଅଛି ତାହା କରାଯିବ । ମୁଖ୍ୟମନ୍ତ୍ରୀ ନିଜେ ଏହାକୁ ତର୍ଜମା କରୁଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking