19.1 C
Bhubaneswar
Monday, December 8, 2025
Homeଓଡିଶାଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ମୁଖ୍ୟମନ୍ତ୍ରୀଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,  ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଆଦି  ଲୋକଙ୍କ ଅଭିଯୋଗ ଶୁଣାଣି କାଯ୍ୟକ୍ରମରେ  ଯୋଗ ଦେଇଛନ୍ତି । ପଞ୍ଜିକରଣ  କରିଥିବା  ଏକ ହଜାର ଲୋକଙ୍କ ପାଇଁ  ଅଭିଯୋଗ ପ୍ରକୋଷ୍ଠରେ  ବ୍ୟବସ୍ଥା ହୋଇଛି । ସୂଚନା ଅନୁଯାୟୀ, ଭୁବନେଶ୍ୱର, ୟୁନିଟ-୨ , ଅଶୋକ ନଗର ସ୍ଥିତ  ପୂର୍ୱ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର  ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking