18.1 C
Bhubaneswar
Thursday, February 5, 2026
Homeଓଡିଶାକଟକରେ ଦଶହରା ପୂଜା ମଣ୍ଡପ ବୁଲୁଛନ୍ତି ମୁଖ୍ୟମନ୍ତ୍ରୀ

କଟକରେ ଦଶହରା ପୂଜା ମଣ୍ଡପ ବୁଲୁଛନ୍ତି ମୁଖ୍ୟମନ୍ତ୍ରୀ

କଟକ: ଆଜି କଟକରେ ଦଶହରା ବୁଲୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କଟକର ପୋତାପୋଖରୀ ପୂଜାମଣ୍ଡପରେ ପହଞ୍ଚି ମାଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ତାଙ୍କ ସହ କଟକ ସଦର ବିଧାୟକ ପ୍ରକାଶ ସେଠୀ ମଧ୍ୟ ଉପସ୍ଥିତ ଥିଲେ। ଦଶହରା ଦେଖିବାକୁ ରୌପ୍ୟ ନଗରୀରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ମଣ୍ଡପ ବୁଲୁଛନ୍ତି। ବିଭିନ୍ନ ପୂଜାମଣ୍ଡପ‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଉଛି। ସୂଚନାଯୋଗ୍ୟ, ଗତକାଲି କେନ୍ଦୁଝରର ଦୁର୍ଗାପୂଜାରେ ହୋଇଥିଲେ ସାମିଲ। ଦୁର୍ଗା ପୂଜା ଅବସରରେ ଦିନିକିଆ କେନ୍ଦୁଝର ଗସ୍ତର ଶେଷରେ ଗୁଜୁରାଟୀ ସମାଜର ଦାଣ୍ଡିଆ ଓ ଗରୱା ନାଚର ମଜା ନେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking