18.1 C
Bhubaneswar
Saturday, December 6, 2025
Homeଓଡିଶାରାଜ୍ୟସ୍ତରୀୟ ଗୋପବନ୍ଧୁ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ଗୋପବନ୍ଧୁ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳମଣି  ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି। ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି । ସେଠାରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପଞ୍ଚାୟତରାଜ ମନ୍ତ୍ରୀ  ରବି ନାଏକ, ବିଧାୟକ ବାବୁ ସିଂଙ୍କ ସେମେତ ଅନେକ ବରିଷ୍ଠ  ଅଧିକାରୀ ଉପସ୍ଥିତ ରହି ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି । ଏହି ଅବସରରେ ଉତ୍କଳମଣିଙ୍କ ଲୋକପ୍ରିୟ ସଙ୍ଗୀତ ମିଶୁ ମୋର ଦେହ ଏଦେଶ ମାଟିରେ ଗାନ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଗୋପବନ୍ଧୁଙ୍କ  ଦାୟାଦ ଓ ବରପୁତ୍ରମାନଙ୍କୁ ସମ୍ମାନ ଜଣାଇବା ସହ ଯୁବପିଡିମାନେ ତାଙ୍କ ମାର୍ଗକୁ ଅନୁକରଣ କରି ଆଗକୁ ବଢିବା ଦରକାର ବୋଲି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking