29.1 C
Bhubaneswar
Monday, April 28, 2025
Homeଦେଶ ବିଦେଶସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଭେଟିଲେ । ମୁଖ୍ୟ ଶାସନ ସଚିବ , ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଭେଟିଲେ । ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିବାର ସୂଚନା ମିଳୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking