28.5 C
Bhubaneswar
Saturday, August 1, 2026
Homeଓଡିଶାରେଲୱେ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରେଲୱେ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ରେଲୱେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନମାଝୀ । ରାଜ୍ୟରେ ରେଲୱେ ଭିତ୍ତିଭୂମିର ବିକାଶ ନେଇ ଆଲୋଚନା କଲେ । ନୂଆ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ ନେଇ ଆଲୋଚନା କରିଛନ୍ତି । କେନ୍ଦ୍ର ସହଯୋଗରେ ସମୃଦ୍ଧ ଓଡିଶା ଗଠନ ଦିଗରେ ଆଗେଇ ଚାଲିଛୁ କହିଛନ୍ତି, ମୁଖ୍ୟମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking