31.1 C
Bhubaneswar
Friday, October 9, 2026
Homeଓଡିଶାରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳ ଡ. ହରିବାବୁ କମ୍ଭମପଟିଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ଚାଲିଥିଲା । ରାଜ୍ୟପାଳ ଦିଲ୍ଲୀରୁ ଫେରିବା ପରେ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିଥିଲେ । ଉଭୟଙ୍କ ଭିତରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହେଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking