27.8 C
Bhubaneswar
Sunday, August 2, 2026
Homeଓଡିଶାଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଉପରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । କିଛି ସମୟ ପୂର୍ବରୁ ଦିଲ୍ଲୀରେ ରେଲୱେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜ୍ୟରେ ରେଲୱେ ଭିତ୍ତିଭୂମିର ବିକାଶ ନେଇ ଆଲୋଚନା କରିଥିବା ନେଇ ସୂଚନା ମିଳିଛି । ନୂଆ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ ନେଇ ଆଲୋଚନା କରିଛନ୍ତି । କେନ୍ଦ୍ର ସହଯୋଗରେ ସମୃଦ୍ଧ ଓଡିଶା ଗଠନ ଦିଗରେ ଆଗେଇ ଚାଲିଛୁ କହିଛନ୍ତି, ମୁଖ୍ୟମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking