31.7 C
Bhubaneswar
Thursday, July 2, 2026
Homeଓଡିଶାଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ, ଦିଲ୍ଲୀ ଗସ୍ତ ସମୟରେ ରାଜ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ, କେନ୍ଦ୍ରୀୟ ସହଯୋଗ ଏବଂ ସାଂଗଠନିକ ପ୍ରସଙ୍ଗକୁ ନେଇ କେନ୍ଦ୍ର ସହ ଆଲୋଚନା ହୋଇପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking