40.1 C
Bhubaneswar
Thursday, April 25, 2024
Homeଓଡିଶାପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ବିଜେଡିର ଟାଣୁଆ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରିବାର ପ୍ରତି ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଥିଲେ । ଦୃଢ ସଙ୍ଗଠକ ଭାବେ ସେ ବେଶ ଜଣାଶୁଣା ଥିଲେ । ଫଳରେ ପିପିଲରୁ ୭ଥର ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ବିଜେଡି ଜଣେ ନିଷ୍ଠାବାନ ଓ ଭେଟେରାନ ନେତାଙ୍କୁ ହରାଇଲା । ବିଜୁ ବାବୁଙ୍କ ଦୀର୍ଘ ଦିନର ସହଯୋଗୀ ଥିଲେ ମହାରଥୀ । ଏହା ସହ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking