ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର … Continue reading ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ