29.1 C
Bhubaneswar
Friday, October 18, 2024
Homeଓଡିଶାକଣ୍ଟାବାଞ୍ଝି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ

କଣ୍ଟାବାଞ୍ଝି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ

କଣ୍ଟାବାଞ୍ଝି : ଏପ୍ରିଲ ୧୯ରେ ଆରମ୍ଭ ବୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ କଣ୍ଟାବାଞ୍ଝି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ । ୧୫୬ ଭୋଟରେ ନବୀନ ପଟ୍ଟନାୟକ ଆଗୁଆ । ଦ୍ୱିତୀୟ ସ୍ଥାନରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ୍ ଏବଂ ତୃତୀୟ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking