28.1 C
Bhubaneswar
Sunday, September 29, 2024
Homeଓଡିଶା୬ରେ ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୬ରେ ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ଶେଷ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ତାରିଖ ଦିନ ୧୧ଟାରେ ଭୁବନେଶ୍ୱର ଫେରିବେ । ଓଡ଼ିଶାବାସୀଙ୍କ ସେବାରେ ୨୫ ବର୍ଷ ପୂରଣ ଓ ଦିଲ୍ଲୀରେ ଜୀବନବ୍ୟାପୀ ସାଧନା ନିମନ୍ତେ କ୍ୟାପିଟାଲ ଫାଉଣ୍ଡେସନ ପକ୍ଷରୁ ସମ୍ମାନ ପରିପ୍ରେକ୍ଷୀରେ ବିମାନବନ୍ଦରରେ ନବୀନଙ୍କୁ ସମ୍ବର୍ଦ୍ଧନା ଦିଆଯିବ । ବିଜେଡିର ଯୁବ, ଛାତ୍ର, ମହିଳା ସଂଗଠନର କର୍ମୀଙ୍କ ସମେତ ଦଳୀୟ ସାଂସଦ, ବିଧାୟକ ଓ କର୍ମକର୍ତ୍ତା ଯୋଗ ଦେବେ । ସମ୍ବର୍ଦ୍ଧନା ପରେ ମୁଖ୍ୟମନ୍ତ୍ରୀଙ୍କୁ ବିମାନବନ୍ଦରରୁ ନବୀନ ନିବାସ ଏକ ଶୋଭାଯାତ୍ରାରେ ନିଆଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ରାଜ୍ୟର କୋଣ ଅନୁକୋଣରୁ ଦଳୀୟ କର୍ମୀ ଯୋଗଦେବେ । ବିଜେଡିର ରଜତ ଜୟନ୍ତୀ ବର୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଦଳୀୟ କର୍ମୀ ଓ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking