34.1 C
Bhubaneswar
Friday, September 20, 2024
Homeଓଡିଶାପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହା ସହ ଶ୍ରୀଜଗନ୍ନାଥବଲ୍ଲଭ ପ୍ରମୋଦ ଉଦ୍ୟାନ ପ୍ରଦର୍ଶନୀ ବୁଲି ଦେଖିବେ । ସେପଟେ ପୁରୀରେ ଆରମ୍ଭ ହୋଇଛି ନୂଆ କଟକଣା । ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଭକ୍ତ ପ୍ରଭୁଙ୍କ ଅତିଥି, ସେମାନଙ୍କୁ ଭଲ ବ୍ୟବହର କରିବା ଆବଶ୍ୟକ । ଭକ୍ତମାନଙ୍କଠାରୁ ଯେପରି ଶାଳୀନତା ପୂର୍ଣ୍ଣ ଆଚରଣ ଆଶା କରାଯାଉଛି, ସେମାନଙ୍କୁ ମଧ୍ୟ ଶାଳୀନତାପୂର୍ଣ୍ଣ ଆଚରଣ କରିବା ଦରକାର ବୋଲି କୁହାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପରେ ପୁରୀରେ ନୂଆ କଟକଣା ସହ ଦର୍ଶନ ଚାଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking