28.1 C
Bhubaneswar
Thursday, March 28, 2024
Homeଓଡିଶାଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା

ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର : ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଂଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର 60ଟି ପଦବୀ ସହିତ   ସାଇବର    ଫରେନ୍ ସିକ    ଏବଂ  ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ  ମିିନିଷ୍ଟ୍ରିଆଲ ଷ୍ଟାଫ୍   ପଦବୀକୁ ମଧ୍ୟ ମଂଜୁର କରାଯାଇଛି । ଫରେନ୍ ସିକ 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking