17.1 C
Bhubaneswar
Wednesday, January 14, 2026
Homeଓଡିଶାଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । ଗାଁରେ ପରିବାର ସହ ଏବଂ ଗାଁ ଲୋକଙ୍କ ଗହଣରେ ଦିପାବଳି ପାଳନ କରିବେ । ଆଦିବାସୀ ମନଙ୍କ ସ୍ଵତନ୍ତ୍ର ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଦୀପାବଳି ପାଳନ କରିବେ। ଦୀପାବଳିରେ ସୋହରାଇ ପୂଜା କରିଥାନ୍ତି ଆଦିବାସୀ ମାନେ । ମୁଖ୍ୟମନ୍ତ୍ରୀ ନିଜେ ଗାଁରେ ଏହି ପୂଜାରେ ସାମିଲ ହେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking