29.1 C
Bhubaneswar
Sunday, June 21, 2026
Homeଓଡିଶାଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜଗନ୍ନାଥ ବିହାର ଘରକୁ ଯାଇ ଶେଷଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉତ୍ତମ ମହାନ୍ତିଙ୍କ ବିୟୋଗରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ,  ଓଡିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଉତ୍ତମ ମହାନ୍ତି । ତାଙ୍କର ବିୟୋଗରେ ଗଭୀର ଶୋକପ୍ରକାଶ କରୁଛି । ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଅଟେ । ଉତ୍ତମ ମହାନ୍ତି ଜଣେ ଦରଦୀ ଓ ଭଲ ମଣିଷ ଥିଲେ । ଚଶଚ୍ଚିତ୍ରରେ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking