36.1 C
Bhubaneswar
Sunday, May 11, 2025
Homeଓଡିଶାବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ  ଅବସରରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି  ା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ,  କେଭି ସିଂହ ଦେଓ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ତିରୋଧାନ ଦିବସରେ ବିଧାନସଭା ପରିସରରେ ବିଜୁବାବଙ୍କର  ପ୍ରତିମୂର୍ତ୍ତିରେ ଗୋଟିଏ ଗୋଟିଏ କରି ନେତା ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି  ା ସେଠାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାଯ୍ୟ , ପ୍ରମିଳା ମଲ୍ଲିକ , ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking