31.1 C
Bhubaneswar
Saturday, March 28, 2026
Homeଓଡିଶାଗୃହରେ ସିଏଜି ‌ରିପୋର୍ଟ ଆଗତ କଲେ ମୁଖ୍ୟମନ୍ତ୍ରୀ

ଗୃହରେ ସିଏଜି ‌ରିପୋର୍ଟ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର‌ ଷଷ୍ଠ ଦିନରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ଏହି ରିପୋର୍ଟ ଆଗତ କରିଛନ୍ତି। ସିଏଜି ରିପୋର୍ଟକୁ ନେଇ ପ୍ରିନ୍ସିପାଲ ଆକାଉଣ୍ଟ ଜେନେରାଲ ଏନେଇ ଆଜି ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ବିସ୍ତୃତ ସୂଚନା ଦେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking