36.1 C
Bhubaneswar
Sunday, May 19, 2024
Homeଓଡିଶାଭବାନୀପାଟଣାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭବାନୀପାଟଣାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ଆଜି ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ କଳାହାଣ୍ଡି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ଭବାନୀପାଟଣା ଏବଂ ପରେ ଖରିଆରରେ ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ସହିତ ନୂଆପଡା ଗସ୍ତ କରିବେ । ଏହି ଗସ୍ତରେ ନବୀନ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିାର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking