ଭୁବନେଶ୍ୱର: ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ମେହନ ଚରଣ ମାଝୀ । ପହଞ୍ଚିବା ପରେ ବିମାନବନ୍ଦର ପରିସରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଉପମପଖ୍ୟମନ୍ତ୍ରୀ କେଭି ସିଂଦେଓ, ସ୍ୱାସ୍ଥ୍ୟମନ୍ତ୍ରୀ ମକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି । ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ନେଇ ଚାଲିଛି ଆଲୋଚନା ।









