25.1 C
Bhubaneswar
Monday, December 8, 2025
Homeଓଡିଶାଝାରସୁଗୁଡାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା

ଝାରସୁଗୁଡାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା

ଝାରସୁଗୁଡା: ଝାରସୁଗୁଡାରେ  ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା । ଘଟଣାସ୍ଥଳରେ ଉପମୁଖ୍ୟ ମନ୍ତ୍ରୀ କେ.ଭି  ସିଂହଦେଓ , ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ୱାଇ ବି ଖୁରାନିଆ ଉପସ୍ଥିତ ଥିଲେ । ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ କେତେକ ଜିଲ୍ଲା ରେ ବନ୍ୟା ଭଳି ପରିସ୍ଥିତି ଉପୁଜିଛି । ଲୋକମାନେ ହନ୍ତ ସନ୍ତ ହେଉଛନ୍ତି । ତଳିଆ  ଅଞ୍ଚଳର ଲୋକମାନଙ୍କୁ ସତର୍କ କରାଇଛନ୍ତି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ମତ୍ସ୍ୟଜୀବୀ ମାନଙ୍କୁ  ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking