26.1 C
Bhubaneswar
Saturday, December 13, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମାକ୍ଷା

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମାକ୍ଷା

ପୁରୀ: ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଆଇନ ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି । ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅଗ୍ନିଶମ ଡିଜି ଉପସ୍ଥିତ ଅଛନ୍ତି । ପୁରୀ ଜିଲ୍ଲାର ସମସ୍ତ ବିଧାୟକ ଓ ୨ ସାଂସଦ ଉପସ୍ଥିତ ଅଛନ୍ତି । ପରିମଳ, ସ୍ୱସ୍ଥ୍ୟ, ସୁରକ୍ଷା ଓ ଗମନାଗମନ ନେଇ ସମାକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ଶୃଙ୍ଖଳିତ ନାତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ଆଲେଚନା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking